1 ରାଜାବଳୀ 3:18 - ପବିତ୍ର ବାଇବଲ18 ମୋହର ପ୍ରସବର ତୃତୀୟ ଦିବସରେ ଏହି ସ୍ତ୍ରୀଲୋକ ମଧ୍ୟ ଏକ ସନ୍ତାନ ପ୍ରସବ କଲା। ସେହି ଘରେ ଆମ୍ଭ ଦୁହିଁଙ୍କ ବ୍ୟତୀତ ଅନ୍ୟ କୌଣସି ଲୋକ ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା। Viz kapitolaଓଡିଆ ବାଇବେଲ18 ପୁଣି, ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା। Viz kapitola |