1 ରାଜାବଳୀ 3:21 - ପବିତ୍ର ବାଇବଲ21 ପରଦିନ ପ୍ରଭାତରେ ମୁଁ ଯେତେବେଳେ ମୋର ସନ୍ତାନକୁ ସ୍ତନ୍ୟପାନ କରାଇବା ପାଇଁ ଉଠିଲି, ପିଲାଟି ମୃତ ପାଇଲି। ମୁଁ ଭଲକରି ନିରୀକ୍ଷଣ କରି ଜାଣିଲି, ସେ ମୋର ସନ୍ତାନ ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହୁଁ ମୁଁ ସକାଳେ ଆପଣା ପିଲାକୁ ଦୁଧ ଦେବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ। Viz kapitolaଓଡିଆ ବାଇବେଲ21 ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।” Viz kapitola |