1 ରାଜାବଳୀ 3:25 - ପବିତ୍ର ବାଇବଲ25 ପୁଣି ରାଜା କହିଲେ, “ଏହି ଜୀବିତ ସନ୍ତାନଟିକୁ ଦୁଇଖଣ୍ତ କରି କାଟି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦେଇଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହିଁରେ ରାଜା କହିଲେ, ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ତ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ। Viz kapitolaଓଡିଆ ବାଇବେଲ25 ତହିଁରେ ରାଜା କହିଲେ, “ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ଡ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ରାଜା କହିଲେ, “ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ଡ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ।” Viz kapitola |