1 ରାଜାବଳୀ 3:27 - ପବିତ୍ର ବାଇବଲ27 ତା'ପରେ ରାଜା ଶଲୋମନ କହିଲେ, “ପ୍ରଥମ ସ୍ତ୍ରୀଲୋକଟି ହେଉଛି ଜୀବିତ ପିଲାର ପ୍ରକୃତ ମା, ପିଲାଟିକୁ ତାକୁ ଦିଅ।” ତାକୁ ହତ୍ୟା କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେତେବେଳେ ରାଜା ଉତ୍ତର କରି କହିଲେ, ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା। Viz kapitolaଓଡିଆ ବାଇବେଲ27 ସେତେବେଳେ ରାଜା ଉତ୍ତର କରି କହିଲେ, “ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେତେବେଳେ ରାଜା ଉତ୍ତର କରି କହିଲେ, “ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା।” Viz kapitola |