1 ରାଜାବଳୀ 3:28 - ପବିତ୍ର ବାଇବଲ28 ଇସ୍ରାଏଲର ସମଗ୍ର ଲୋକେ ରାଜାଙ୍କର ନ୍ୟାୟ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସେମାନେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦୟରେ ପରମେଶ୍ୱରଙ୍କ ଦତ୍ତ ଜ୍ଞାନ ରହିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ଵର-ଦତ୍ତ ଜ୍ଞାନ ଅଛି। Viz kapitolaଓଡିଆ ବାଇବେଲ28 ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର ଦତ୍ତ ଜ୍ଞାନ ଅଛି। Viz kapitola |