1 ରାଜାବଳୀ 3:5 - ପବିତ୍ର ବାଇବଲ5 ଶଲୋମନ ଗିବିୟୋନରେ ଥିଲା ବେଳେ, ସଦାପ୍ରଭୁ ରାତ୍ରିରେ ସ୍ୱପ୍ନରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ୱର ସ୍ୱପ୍ନରେ କହିଲେ, “ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଗିବୀୟୋନରେ ସଦାପ୍ରଭୁ ରାତ୍ରିରେ ସ୍ଵପ୍ନ ଦ୍ଵାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ। Viz kapitolaଓଡିଆ ବାଇବେଲ5 ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।” Viz kapitola |