1 ରାଜାବଳୀ 3:8 - ପବିତ୍ର ବାଇବଲ8 ମୁଁ ତୁମ୍ଭର ଦାସ ତୁମ୍ଭର ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି। ସେମାନଙ୍କର ସଂଖ୍ୟା ଅଗଣନୀୟ। ତେଣୁ ଜଣେ ଶାସକ ନିଶ୍ଚୟ ବହୁତ ନିଷ୍ପତ୍ତି କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ହେତୁରୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି। Viz kapitolaଓଡିଆ ବାଇବେଲ8 ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି। Viz kapitola |