Online Bible

- Reklamy -




1 ରାଜାବଳୀ 4:20 - ପବିତ୍ର ବାଇବଲ

20 ଇସ୍ରାଏଲ ଓ ଯିହୁଦାରେ ବହୁ ଲୋକ ଥିଲେ। ସେମାନେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅସଂଖ୍ୟ ଥିଲେ। ମାତ୍ର ସେମାନେ ଯଥେଷ୍ଟ ଖାଦ୍ୟ ପାନୀୟ ସହିତ ସୁଖରେ କାଳାତିପାତ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ ।

Viz kapitola kopírovat

ଓଡିଆ ବାଇବେଲ

20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।

Viz kapitola kopírovat




1 ରାଜାବଳୀ 4:20

Následuj nás:

Reklamy


Reklamy