1 ରାଜାବଳୀ 4:24 - ପବିତ୍ର ବାଇବଲ24 ଶଲୋମନ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡ଼ିକ ଉପରେ ଶାସନ କଲେ। ତାଙ୍କ ରାଜ୍ୟର ଚତୁର୍ଦ୍ଦିଗର ସୀମାରେ ଶାନ୍ତି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; ପୁଣି ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା। Viz kapitolaଓଡିଆ ବାଇବେଲ24 କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା। Viz kapitola |