Online Bible

- Reklamy -




1 ରାଜାବଳୀ 4:25 - ପବିତ୍ର ବାଇବଲ

25 ଶଲୋମନଙ୍କ ରାଜତ୍ୱ କାଳରେ ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷମୂଳରେ ନିରାପଦରେ ଅବସ୍ଥାନ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।

Viz kapitola kopírovat

ଓଡିଆ ବାଇବେଲ

25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।

Viz kapitola kopírovat




1 ରାଜାବଳୀ 4:25

Následuj nás:

Reklamy


Reklamy