1 ରାଜାବଳୀ 4:28 - ପବିତ୍ର ବାଇବଲ28 ସେହି ଶାସକଗଣ ସେମାନଙ୍କର କର୍ତ୍ତବ୍ୟ ଅନୁସାରେ ଦ୍ରୁତଗାମୀ ଅଶ୍ୱଗୁଡ଼ିକୁ ବାର୍ଲି ଓ କୁଟା ଯୋଗାଇଲେ। ଆଉ ମଧ୍ୟ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ନିରୂପିତ କର୍ମାନୁସାରେ ଅଶ୍ୱ ଦ୍ରୁତଗାମୀ ବାହନଗୁଡ଼ିକ ପାଇଁ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ଵ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ। Viz kapitolaଓଡିଆ ବାଇବେଲ28 ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ। Viz kapitola |