1 ରାଜାବଳୀ 4:29 - ପବିତ୍ର ବାଇବଲ29 ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆହୁରି ପରମେଶ୍ଵର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ। Viz kapitolaଓଡିଆ ବାଇବେଲ29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ। Viz kapitola |