Online Bible

- Reklamy -




1 ରାଜାବଳୀ 4:31 - ପବିତ୍ର ବାଇବଲ

31 ସେ ପୃଥିବୀର ସମସ୍ତ ଲୋକଙ୍କଠାରୁ ଅଧିକ ଜ୍ଞାନୀ ହେଲେ। ସେ ଇଶ୍ରାୟୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କ‌ଲ୍‌‌‌କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନୀ ଥିଲେ। ତାଙ୍କର ଯଶ ସମସ୍ତ ଦେଶର ଗ୍ଭରିଆଡ଼େ ବ୍ୟାପିଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 କାରଣ ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କଲ୍‍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।

Viz kapitola kopírovat

ଓଡିଆ ବାଇବେଲ

31 କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।

Viz kapitola kopírovat




1 ରାଜାବଳୀ 4:31

Následuj nás:

Reklamy


Reklamy