Online Bible

- Reklamy -




1 ରାଜାବଳୀ 4:33 - ପବିତ୍ର ବାଇବଲ

33 ସେ ପ୍ରକୃତି ସମ୍ବନ୍ଧରେ ମଧ୍ୟ ବହୁକଥା ଜାଣିଲେ। ସେ ଲିବାନୋ‌ନ୍‌ର ଏରସ ବୃକ୍ଷ ବିଷୟରେ ଓ ପ୍ରାଚୀରରେ ଜନ୍ମିଥିବା ଏସୋବ ତୃଣ ବିଷୟରେ ଶିକ୍ଷା ଦେଲେ। ସେ ପଶୁ, ପକ୍ଷୀ, ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ବିଷୟରେ ଶିକ୍ଷା ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।

Viz kapitola kopírovat

ଓଡିଆ ବାଇବେଲ

33 ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।

Viz kapitola kopírovat




1 ରାଜାବଳୀ 4:33

Následuj nás:

Reklamy


Reklamy