1 ରାଜାବଳୀ 4:6 - ପବିତ୍ର ବାଇବଲ6 ଅହୀଶାର୍ ରାଜାଙ୍କର ପ୍ରାସାଦର ଦାୟିତ୍ୱରେ ଥିଲେ। ଅବ୍ଦର ପୁତ୍ର ଅଦୋନୀରାମ୍ କ୍ରୀତଦାସମାନଙ୍କର ରାଜ୍ୟପାଳ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ଅହୀଶାର୍ ଗୃହାଧ୍ୟକ୍ଷ ଥିଲା ଓ ଅବ୍ଦର ପୁତ୍ର ଅଦୋନୀରାମ୍ ବେଠିକର୍ମର ଅଧ୍ୟକ୍ଷ ଥିଲା। Viz kapitolaଓଡିଆ ବାଇବେଲ6 ପୁଣି, ଅହୀଶାର୍ ଗୃହାଧ୍ୟକ୍ଷ ଥିଲା ଓ ଅବ୍ଦର ପୁତ୍ର ଅଦୋନୀରାମ୍ ବେଠିକର୍ମର ଅଧ୍ୟକ୍ଷ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଅହୀଶାର୍ ଗୃହାଧ୍ୟକ୍ଷ ଥିଲା ଓ ଅବ୍ଦର ପୁତ୍ର ଅଦୋନୀରାମ୍ ବେଠିକର୍ମର ଅଧ୍ୟକ୍ଷ ଥିଲା। Viz kapitola |