1 ରାଜାବଳୀ 5:13 - ପବିତ୍ର ବାଇବଲ13 ରାଜା ଶଲୋମନ ବେଠିକର୍ମ ପାଇଁ 30,000 ଲୋକଙ୍କୁ ବାଧ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ। Viz kapitolaଓଡିଆ ବାଇବେଲ13 ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ। Viz kapitola |