Online Bible

- Reklamy -




1 ରାଜାବଳୀ 5:14 - ପବିତ୍ର ବାଇବଲ

14 ରାଜା ଶଲୋମନ ଆଦୋନୀରା‌ମ୍‌କୁ ଶ୍ରମିକମାନଙ୍କ ଅଧ୍ୟକ୍ଷ ରୂପେ ନିଯୁକ୍ତ କଲେ। ରାଜା ସସସ୍ତ ଲୋକମାନଙ୍କୁ ତିନି ଭାଗରେ ବିଭକ୍ତ କଲେ। ପ୍ରତି ଦଳରେ 10,000 ଲୋକ ରହିଲେ। ଏହି ଲୋକମାନେ ମାସେ ଲେଖାଏଁ ଲିବାନୋ‌ନ୍‌ରେ ଓ ଦୁଇମାସ ଲେଖାଏଁ ଘରେ ରହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।

Viz kapitola kopírovat

ଓଡିଆ ବାଇବେଲ

14 ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍‍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍‍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।

Viz kapitola kopírovat




1 ରାଜାବଳୀ 5:14

Následuj nás:

Reklamy


Reklamy