1 ରାଜାବଳୀ 5:17 - ପବିତ୍ର ବାଇବଲ17 ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ରାଜା ଶଲୋମନ ଏକ ବଡ଼ ପଥର କାଟିବା ପାଇଁ ସେମାନଙ୍କୁ ଆଦେଶ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ। Viz kapitolaଓଡିଆ ବାଇବେଲ17 ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ। Viz kapitola |