1 ରାଜାବଳୀ 5:18 - ପବିତ୍ର ବାଇବଲ18 ଶଲୋମନଙ୍କର ଓ ହୀରମଙ୍କର ରାଜମିସ୍ତ୍ରୀମାନେ ଓ ବାବିଲୀୟ ଲୋକମାନେ ପଥର ଗୁଡ଼ିକୁ ଖୋଦନ କଲେ। ଏହିରୂପେ ସେମାନେ ମନ୍ଦିର ନିର୍ମାଣ ନିମନ୍ତେ କାଠ ଓ ପ୍ରସ୍ତର ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ଶଲୋମନଙ୍କର ଓ ହୀରମର ରାଜମିସ୍ତ୍ରୀ-ମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ-ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ18 ଆଉ ଶଲୋମନଙ୍କର, ହୂରମ୍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ-ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଶଲୋମନଙ୍କର, ହୂରମ୍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ। Viz kapitola |