Online Bible

- Reklamy -




1 ରାଜାବଳୀ 5:6 - ପବିତ୍ର ବାଇବଲ

6 ତେଣୁ ଏବେ ମୋ’ ପାଇଁ ଲିବାନୋ‌ନ୍‌ରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକ ପଠାନ୍ତୁ। ମୋର ଲୋକମାନେ ଆପଣଙ୍କ ଲୋକମାନଙ୍କ ସଙ୍ଗରେ ଥିବେ; ପୁଣି ଆପଣଙ୍କ କହିବାନୁସାରେ ମୁଁ ଆପଣଙ୍କ ଲୋକମାନଙ୍କୁ ମୂଲ ଦେବି; କାରଣ ଆପଣ ଜାଣନ୍ତି କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

6 ଏଣୁ ଏବେ ମୋ’ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋ’ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”

Viz kapitola kopírovat




1 ରାଜାବଳୀ 5:6

Následuj nás:

Reklamy


Reklamy