1 ରାଜାବଳୀ 5:8 - ପବିତ୍ର ବାଇବଲ8 ତା'ପରେ ହୀରମ୍ ଶଲୋମନଙ୍କ ନିକଟକୁ ଏହି ବାର୍ତ୍ତା ସହିତ ଏକ ବାର୍ତ୍ତାବହକୁ ପଠାଇଲେ। ରାଜା ଶଲୋମନ ଯାହା ଆଶା କରନ୍ତି, “ମୁଁ ଶୁଣିଲି, ମୁଁ ଏରସବୃକ୍ଷ ଓ ଦେବଦାରୁ କାଠ ଦେବା ପାଇଁ ଯାଉଛି, ତୁମ୍ଭର କାମ ପୂରଣ କରିବା ପାଇଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ହୀରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, ଆପଣ ମୋʼ କତିକି ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି। Viz kapitolaଓଡିଆ ବାଇବେଲ8 ଏଉତ୍ତାରେ ହୂରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, ଆପଣ ମୋ’ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ହୂରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି। Viz kapitola |