Online Bible

- Reklamy -




1 ରାଜାବଳୀ 5:9 - ପବିତ୍ର ବାଇବଲ

9 ମୋର ଲୋକମାନେ ଲିବାନୋ‌‌‌ନ୍‌‌‌ଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି ଆପଣଙ୍କ ନିରୂପିତ ସ୍ଥାନରେ ମୁଁ ସମୁଦ୍ର ପଥରେ ଭେଳାବାନ୍ଧି ପଠାଇ ସେଠାରେ ଫିଟାଇ ଦେବି, ସେଠାରୁ ଆପଣ ନେଇଯିବେ। ଏବଂ ମୋର ରାଜକୀୟ ପ୍ରାସାଦକୁ ଖାଦ୍ୟ ପଠାଇ ମୋ’ ପ୍ରତି ଅନୁକମ୍ପା କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।

Viz kapitola kopírovat

ଓଡିଆ ବାଇବେଲ

9 ମୋ’ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋ’ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋ’ ବାଞ୍ଛା ସଫଳ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।”

Viz kapitola kopírovat




1 ରାଜାବଳୀ 5:9

Následuj nás:

Reklamy


Reklamy