1 ରାଜାବଳୀ 6:10 - ପବିତ୍ର ବାଇବଲ10 ସେ ମଧ୍ୟ ମନ୍ଦିର ଗ୍ଭରିପଟେ କୋଠରୀ ନିର୍ମାଣର କାର୍ଯ୍ୟ ଶେଷ କଲେ। ପ୍ରତ୍ୟେକ ମହଲାର ଉଚ୍ଚତା ପାଞ୍ଚ ହାତ ଥିଲା। ଏରସ କାଠର କଡ଼ିକାଠଗୁଡ଼ିକ ମନ୍ଦିରର କାନ୍ଥକୁ ସ୍ପର୍ଶ କରୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ଵାରା ଗୃହ ଉପରେ ସେସବୁର ଭାର ରହିଲା। Viz kapitolaଓଡିଆ ବାଇବେଲ10 ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା। Viz kapitola |