1 ରାଜାବଳୀ 6:12 - ପବିତ୍ର ବାଇବଲ12 “ତୁମ୍ଭେ ତ ଆମ୍ଭ ପାଇଁ ଗୃହ ନିର୍ମାଣ କଲ। ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ପରିଗ୍ଭଳିତ ହେବ, ଆମ୍ଭର ସମସ୍ତ ବ୍ୟବସ୍ଥା ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଗ୍ଭଲିବ ତେବେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ସେହି ବାକ୍ୟ ଆମ୍ଭେ ତୁମ୍ଭ ପ୍ରତି ସଫଳ କରିବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯେବେ ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା। Viz kapitolaଓଡିଆ ବାଇବେଲ12 ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା। Viz kapitola |