Online Bible

- Reklamy -




1 ରାଜାବଳୀ 6:13 - ପବିତ୍ର ବାଇବଲ

13 ଇସ୍ରାଏଲର ସନ୍ତାନଗଣ ମଧ୍ୟରେ ଆମ୍ଭେ ମନ୍ଦିରରେ ବାସ କରିବା, ଯେଉଁଟାକି ତୁମ୍ଭେ ଆମ୍ଭ ପାଇଁ ନିର୍ମାଣ କରିଛ ଏବଂ ଆମ୍ଭେ ଆପଣା ଇସ୍ରାଏଲର ଲୋକମାନଙ୍କୁ ପରିତ୍ୟାଗ କରିବା ନାହିାଁ”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।”

Viz kapitola kopírovat




1 ରାଜାବଳୀ 6:13

Následuj nás:

Reklamy


Reklamy