1 ରାଜାବଳୀ 6:15 - ପବିତ୍ର ବାଇବଲ15 ମନ୍ଦିରର ଭିତର ପାଖ ପଥର କାନ୍ଥଗୁଡ଼ିକ ଏରସ କାଠର ପଟାରେ ଆଚ୍ଛାଦିତ ହୋଇଥିଲା। ଗୋଟିଏ ବି ପଥର ଦେଖାଗଲା ନାହିଁ। କାନ୍ଥକୁ ଆଚ୍ଛାଦନ କରିଥିବା ଏରସ କାଠ ପଟାଗୁଡ଼ିକରେ ଫୁଲ ଓ ଲତାର ଛବି ଖୋଦନ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେ ଭିତରେ ଗୃହ-କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ। Viz kapitolaଓଡିଆ ବାଇବେଲ15 ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ। Viz kapitola |