1 ରାଜାବଳୀ 6:16 - ପବିତ୍ର ବାଇବଲ16 ସେହି ମନ୍ଦିରର ପଶ୍ଚାତ୍ଭାଗରେ ଭିତରକୁ କୋଡ଼ିଏ ହାତ ଦୈର୍ଘ୍ୟର ଏକ କୋଠରୀ ନିର୍ମିତ ହେଲା ଓ ତା'ର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଏରସ କାଠର ପଟାରେ ଆଚ୍ଛାଦିତ ହେଲା। ଏହି କୋଠରୀଟି ମହାପବିତ୍ର ସ୍ଥାନ ନାମରେ କଥିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ଗର୍ଭାଗାର, ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ16 ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ। Viz kapitola |