Online Bible

- Reklamy -




1 ରାଜାବଳୀ 6:18 - ପବିତ୍ର ବାଇବଲ

18 ସେହି ଗୃହର କାନ୍ଥଗୁଡ଼ିକ ଏରସ କାଠର କଳିକାରେ ଆଚ୍ଛାଦିତ ହେଲା ଓ ପଥର ଦେଖାଗଲା ନାହିଁ। ସେହି କାନ୍ଥଗୁଡ଼ିକୁ ଆଚ୍ଛାଦନ କରିଥିବା ପଟାଗୁଡ଼ିକରେ ଫୁଲ ଓ ଲତାର ଛବି ଖୋଦିତ କରାଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ଫୁଟିତ ପୁଷ୍ପ ଖୋଳିଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।

Viz kapitola kopírovat

ଓଡିଆ ବାଇବେଲ

18 ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛି ମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।

Viz kapitola kopírovat




1 ରାଜାବଳୀ 6:18

Následuj nás:

Reklamy


Reklamy