Online Bible

- Reklamy -




1 ରାଜାବଳୀ 6:20 - ପବିତ୍ର ବାଇବଲ

20 ଏହି ଗର୍ଭାଗାରଟି କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ଚଉଡ଼ା ଓ କୋଡ଼ିଏ ହାତ ଉଚ୍ଚ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ ସେହି ଗର୍ଭାଗାର ଭିତର କୋଡ଼ିଏ ହାତ ଦୀର୍ଘ ଓ କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।

Viz kapitola kopírovat

ଓଡିଆ ବାଇବେଲ

20 ଆଉ ସେହି ମହା ପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ସେହି ମହାପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।

Viz kapitola kopírovat




1 ରାଜାବଳୀ 6:20

Následuj nás:

Reklamy


Reklamy