1 ରାଜାବଳୀ 6:21 - ପବିତ୍ର ବାଇବଲ21 ଶଲୋମନ ଶୁଦ୍ଧ ସୁବର୍ଣ୍ଣରେ ଏହି କୋଠରୀକୁ ଆଚ୍ଛାଦନ କଲେ। ସେ ସମ୍ମୁଖରେ ଏକ ଧୂପବେଦି ନିର୍ମାଣ କଲେ। ଏହି ବେଦିଟି ଏହି କୋଠରୀ ସମ୍ମୁଖରେ ନିର୍ମିତ ହେଲା। ଏହାକୁ ସୁବର୍ଣ୍ଣରେ ଆବୃତ କରାଗଲା ଓ ଏହାର ଗ୍ଭରିପଟେ ସୁବର୍ଣ୍ଣ ଜଞ୍ଜିରମାନ ଗୁଡ଼ାଇଲେ। କିରୁବଦୂତମାନଙ୍କର ଦୁଇଟି ପ୍ରତିମୂର୍ତ୍ତି ସେହି ଗର୍ଭାଗାରରେ ରହିଲା ଓ ସେଗୁଡ଼ିକ ମଧ୍ୟ ସୁବର୍ଣ୍ଣ ମଣ୍ତିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ଗର୍ଭାଗାର ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ। Viz kapitolaଓଡିଆ ବାଇବେଲ21 ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହା ପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହାପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ। Viz kapitola |