Online Bible

- Reklamy -




1 ରାଜାବଳୀ 6:22 - ପବିତ୍ର ବାଇବଲ

22 ସମଗ୍ର ମନ୍ଦିରଟି ସୁବର୍ଣ୍ଣ ମଣ୍ତିତ ହେଲା ଓ ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ଧୂପବେଦି ମଧ୍ୟ ସୁବର୍ଣ୍ଣରେ ଆଚ୍ଛାଦିତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ଗର୍ଭାଗାରର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।

Viz kapitola kopírovat

ଓଡିଆ ବାଇବେଲ

22 ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହା ପବିତ୍ର ସ୍ଥାନ ର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହାପବିତ୍ର ସ୍ଥାନର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।

Viz kapitola kopírovat




1 ରାଜାବଳୀ 6:22

Následuj nás:

Reklamy


Reklamy