1 ରାଜାବଳୀ 6:23 - ପବିତ୍ର ବାଇବଲ23 ବଢ଼େଇମାନେ ଜୀତ କାଠରେ ଦଶ ହାତ ଉଚ୍ଚତା ବିଶିଷ୍ଟ ଦୁଇଟି କିରୁବଦୂତଗଣ ନିର୍ମାଣ କଲେ ଓ ସେହି ପକ୍ଷବିଶିଷ୍ଟ କିରୁବଦୂତ ଦୁଇଟିକୁ ସେହି ମହାପବିତ୍ର ସ୍ଥାନରେ ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି ସେ ଗର୍ଭାଗାର ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ23 ପୁଣି, ସେ ମହା ପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ। Viz kapitola |