1 ରାଜାବଳୀ 6:24 - ପବିତ୍ର ବାଇବଲ24-26 ଉଭୟ କିରୁବଦୂତ ଏକା ପରି ଥିଲେ। ପ୍ରତ୍ୟେକ କିରୁବଦୂତଙ୍କର ଦୁଇଟି ଲେଖାଏଁ ପକ୍ଷ ଥିଲା। ପ୍ରତ୍ୟେକ ପକ୍ଷ ପାଞ୍ଚ ହାତ ଲମ୍ବ ଥିଲା ଓ ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଦୂରତା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା। Viz kapitolaଓଡିଆ ବାଇବେଲ24 ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା। Viz kapitola |