Online Bible

- Reklamy -




1 ରାଜାବଳୀ 6:27 - ପବିତ୍ର ବାଇବଲ

27 ସେହି କିରୁବଦ୍ୱୟ ଗର୍ଭାଗାର ମଧ୍ୟରେ ରଖାଯାଇଥିଲା। ସେହି କିରୁବଦ୍ୱୟର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ ଗୋଟିଏର ପକ୍ଷ ଏକ କାନ୍ଥକୁ ଓ ଅନ୍ୟଟିର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କରୁଥିଲା। ପୁଣି ଗୃହ ମଧ୍ୟରେ ସେମାନଙ୍କର ପକ୍ଷ ପରସ୍ପରକୁ ସ୍ପର୍ଶ କରୁଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ସେ ସେହି କିରୂବଦ୍ଵୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।

Viz kapitola kopírovat

ଓଡିଆ ବାଇବେଲ

27 ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।

Viz kapitola kopírovat




1 ରାଜାବଳୀ 6:27

Následuj nás:

Reklamy


Reklamy