Online Bible

- Reklamy -




1 ରାଜାବଳୀ 6:29 - ପବିତ୍ର ବାଇବଲ

29 ମୂଖ୍ୟ କୋଠରୀର ଓ ଭିତର କୋଠରୀର କାନ୍ଥଗୁଡ଼ିକ ଗ୍ଭରିପାଖରେ କିରୁବଦୂତଗଣ, ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଛବି ଖୋଦିତ ହୋଇଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।

Viz kapitola kopírovat

ଓଡିଆ ବାଇବେଲ

29 ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।

Viz kapitola kopírovat




1 ରାଜାବଳୀ 6:29

Následuj nás:

Reklamy


Reklamy