1 ରାଜାବଳୀ 6:31 - ପବିତ୍ର ବାଇବଲ31 ମହାପବିତ୍ର ସ୍ଥାନର କବାଟ ଜୀତ କାଠରେ ନିର୍ମିତ ହୋଇଥିଲା, ଦୁଆରବନ୍ଧଟିର ପାଞ୍ଚୋଟି ପାଖ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ ସେ ଗର୍ଭାଗାରର ପ୍ରବେଶ-ଦ୍ଵାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା। Viz kapitolaଓଡିଆ ବାଇବେଲ31 ଆଉ, ସେ ମହା ପବିତ୍ର ସ୍ଥାନ ର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ, ସେ ମହାପବିତ୍ର ସ୍ଥାନର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା। Viz kapitola |