Online Bible

- Reklamy -




1 ରାଜାବଳୀ 6:32 - ପବିତ୍ର ବାଇବଲ

32 ଏହିରୂପେ ସେ ଜୀତ କାଠରେ ଦୁଇଟି କବାଟ କଲେ, ତହିଁ ଉପରେ କିରୁବଦୂତଗଣ, ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଦନ କଲେ ଓ ତାକୁ ସୁବର୍ଣ୍ଣରେ ମଣ୍ତନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନର ଆକୃତି ଖୋଳିଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।

Viz kapitola kopírovat

ଓଡିଆ ବାଇବେଲ

32 ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।

Viz kapitola kopírovat




1 ରାଜାବଳୀ 6:32

Následuj nás:

Reklamy


Reklamy