1 ରାଜାବଳୀ 6:33 - ପବିତ୍ର ବାଇବଲ33 ମୁଖ୍ୟ କୋଠରୀର ପ୍ରବେଶ ଦ୍ୱାରରେ ଜୀତ କାଠର କବାଟ ନିର୍ମାଣ କଲେ। ଦୁଆରବନ୍ଧଟି ବର୍ଗାକାର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ଵାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ; Viz kapitolaଓଡିଆ ବାଇବେଲ33 ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ; Viz kapitola |