1 ରାଜାବଳୀ 6:35 - ପବିତ୍ର ବାଇବଲ35 ପ୍ରତ୍ୟେକ କବାଟର ଦୋହରା ଥିଲା ଓ ପ୍ରତି କବାଟରେ କିରୁବଦୂତଗଣ, ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଦିତ ହୋଇଥିଲା ଓ ସେହି ଖୋଦିତ ଆକୃତିଗୁଡ଼ିକୁ ସୁବର୍ଣ୍ଣରେ ମଣ୍ତନ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)35 ପୁଣି ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ। Viz kapitolaଓଡିଆ ବାଇବେଲ35 ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ। Viz kapitola |