1 ରାଜାବଳୀ 6:36 - ପବିତ୍ର ବାଇବଲ36 ତା'ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରତ୍ୟେକ କାନ୍ଥ ତିନି ଧାଡ଼ି କଟା ପଥରରେ ଓ ଏକଧାଡ଼ି ଏରସ କାଠର କଡ଼ିରେ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)36 ପୁଣି ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ36 ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ। Viz kapitola |