1 ରାଜାବଳୀ 6:37 - ପବିତ୍ର ବାଇବଲ37 ଶଲୋମନଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ଓ ବର୍ଷର ଦ୍ୱିତୀୟ ମାସ ସିବ୍ ମାସରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଚତୁର୍ଥ ବର୍ଷର ସିବ୍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା। Viz kapitolaଓଡିଆ ବାଇବେଲ37 ଚତୁର୍ଥ ବର୍ଷର ସିବ୍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଚତୁର୍ଥ ବର୍ଷର ସିବ୍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା। Viz kapitola |