1 ରାଜାବଳୀ 6:4 - ପବିତ୍ର ବାଇବଲ4 ମନ୍ଦିରର ଝରକାଗୁଡ଼ିକ ସଂକୀର୍ଣ୍ଣ ଥିଲା। ଏ ଗୁଡ଼ିକ ବାହାରକୁ ସଂକୀର୍ଣ୍ଣ ଓ ଭିତରକୁ ପ୍ରଶସ୍ତ ଥିଲା ଓ ଏଥିରେ ଜାଲିକାମ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ4 ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ। Viz kapitola |