Online Bible

- Reklamy -




1 ରାଜାବଳୀ 6:6 - ପବିତ୍ର ବାଇବଲ

6 କୋଠରୀଗୁଡ଼ିକ ମନ୍ଦିରର କାନ୍ଥକୁ ଲାଗିଥିଲା। କିନ୍ତୁ ସେଗୁଡ଼ିକର କଢ଼ିକାଠଗୁଡ଼ିକ କାନ୍ଥ ଭିତରକୁ ଲାଗି ନ ଥିଲା। ସେହି ମନ୍ଦିରର କାନ୍ଥଟି ଉପରକୁ ସରୁ ହୋଇ ଯାଇଥିଲା। କୋଠରୀକୁ ଲାଗିଥିବା କାନ୍ଥଗୁଡ଼ିକ ଏହାର ମୂଳ କାନ୍ଥରୁ ସରୁ ଥିଲା। ତଳ ମହଲାର କୋଠରୀଗୁଡ଼ିକ ପାଞ୍ଚ ହାତ ଓସାର, ପ୍ରଥମ ମହଲାର କୋଠରୀଗୁଡ଼ିକ ଛଅ ହାତ ଓସାର ବିଶିଷ୍ଟ ଓ ଦ୍ୱିତୀୟ ମହଲାର କୋଠରୀଗୁଡ଼ିକ ସାତ ହାତ ବିଶିଷ୍ଟ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ କଡ଼ିକାଠ ଯେପରି ଗୃହକାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହକାନ୍ଥର ବାହାର ଭାଗରେ ଆଧାର କଲେ।

Viz kapitola kopírovat

ଓଡିଆ ବାଇବେଲ

6 ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।

Viz kapitola kopírovat




1 ରାଜାବଳୀ 6:6

Následuj nás:

Reklamy


Reklamy