Online Bible

- Reklamy -




1 ରାଜାବଳୀ 6:7 - ପବିତ୍ର ବାଇବଲ

7 ସେହି ଗୃହର କାନ୍ଥ ନିର୍ମାଣରେ ବୃହତ୍ ପ୍ରସ୍ତରମାନ ବ୍ୟବହୃତ ହୋଇଥିଲା। ବ୍ୟବହୃତ ପ୍ରସ୍ତରଗୁଡ଼ିକ ଖଣିରେ କଟାଯାଇ ଥିବାରୁ ମନ୍ଦିର ନିର୍ମାଣ ସମୟରେ ହାତୁଡ଼ି କିମ୍ବା ‌‌କଟାଳୀ ଆଦି ଶବ୍ଦ ଶୁଣା ଯାଉ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି ବଟାଳି, କୌଣସି ଲୌହାସ୍ତ୍ରର ଶଦ୍ଦ ଶୁଣା ନ ଗଲା।

Viz kapitola kopírovat

ଓଡିଆ ବାଇବେଲ

7 ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।

Viz kapitola kopírovat




1 ରାଜାବଳୀ 6:7

Následuj nás:

Reklamy


Reklamy