1 ରାଜାବଳୀ 7:15 - ପବିତ୍ର ବାଇବଲ15 ହୀରମ୍ ଦୁଇଟି ପିତ୍ତଳ ସ୍ତମ୍ଭ ନିର୍ମାଣ କଲା ଯାହାର ଉଚ୍ଚତା ଅଠର ହାତ ଓ ଗୋଲେଇ ବାର ହାତ ଥିଲା। ସ୍ତମ୍ଭର ଭିତର ଫମ୍ଫା ଥିଲା ଓ ପିତ୍ତଳ ତିନି ଇଞ୍ଚି ବହଳର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା। Viz kapitolaଓଡିଆ ବାଇବେଲ15 ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା। Viz kapitola |