Online Bible

- Reklamy -




1 ରାଜାବଳୀ 7:18 - ପବିତ୍ର ବାଇବଲ

18 ସେ ପ୍ରତ୍ୟେକ ଜାଲିର ସ୍ତମ୍ଭର ଅଗ୍ରଭାଗକୁ ଆଚ୍ଛାଦନ କରିବା ପାଇଁ ଦୁଇଧାଡ଼ି ଡାଳିମ୍ବାକୃତି ନିର୍ମାଣ କଲା। ମୁଣ୍ତାଳିରେ ମଧ୍ୟ ତଦ୍ରୂପ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ତାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ଵ ଥିଲା ଓ ସେ ଅନ୍ୟ ମୁଣ୍ତାଳି ନିମନ୍ତେ ତଦ୍ରୂପ କଲା।

Viz kapitola kopírovat

ଓଡିଆ ବାଇବେଲ

18 ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।

Viz kapitola kopírovat




1 ରାଜାବଳୀ 7:18

Následuj nás:

Reklamy


Reklamy