1 ରାଜାବଳୀ 7:19 - ପବିତ୍ର ବାଇବଲ19 ବାରଣ୍ତାର ଗ୍ଭରି ହାତ ବଶିଷ୍ଟ ସ୍ତମ୍ଭ ମଥାନରେ ମୁଣ୍ତାଳି ପୁଷ୍ପ କର୍ମ ବିଶିଷ୍ଟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ବରଣ୍ତା ଭିତର ସ୍ତମ୍ଭ-ମଥାନର ମୁଣ୍ତାଳି ଚାରି ହାତ ଶୋଷଣପୁଷ୍ପ-କର୍ମବିଶିଷ୍ଟ ଥିଲା। Viz kapitolaଓଡିଆ ବାଇବେଲ19 ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା। Viz kapitola |