1 ରାଜାବଳୀ 7:20 - ପବିତ୍ର ବାଇବଲ20 ଆଉ ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ତାଳି ଥିଲା ଓ ସେଗୁଡ଼ିକ ପାତ୍ର ଆକୃତି ଜାଲିର ଉପରକୁ ଥିଲା। ଅନ୍ୟ ମୁଣ୍ତାଳିରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ 200ଟି ଡାଳିମ୍ବାକୃତି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ଦୁଇ ସ୍ତମ୍ଭର ଉପରିଭାଗରେ ମଧ୍ୟ ମୁଣ୍ତାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି ଅନ୍ୟ ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ଵ ଥିଲା। Viz kapitolaଓଡିଆ ବାଇବେଲ20 ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା। Viz kapitola |