1 ରାଜାବଳୀ 7:23 - ପବିତ୍ର ବାଇବଲ23 ତା'ପରେ ସେ ଏକ କଂସାର ଗୋଲାକାର କୁଣ୍ତ ତିଆରି କରି ତା'ର ନାମ ଦେଲା “ସମୁଦ୍ର”। ସେହି କୁଣ୍ତର ପରିଧି ତିରିଶ୍ ହାତ, ବ୍ୟାସ ଦଶ ହାତ, ଗଭୀରତା ପାଞ୍ଚ ହାତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା। Viz kapitolaଓଡିଆ ବାଇବେଲ23 ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା। Viz kapitola |