1 ରାଜାବଳୀ 7:24 - ପବିତ୍ର ବାଇବଲ24 ଚୌବାଗ୍ଭର ବାହାର କାନ୍ଥ ଗ୍ଭରିପାଖରେ ଏକ ଫନ୍ଦ ଥିଲା। ଫନ୍ଦ ତଳେ ଦୁଇଧାଡ଼ି ପିତ୍ତଳର ଲାଭା ଥିଲା। ସେହି ଲାଭାଗୁଡ଼ିକ ଚୌବାଗ୍ଭ ସହିତ ଏକ ଖଣ୍ତ କରି ନିର୍ମାଣ କରାଯାଇ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା। Viz kapitolaଓଡିଆ ବାଇବେଲ24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା। Viz kapitola |